ଶେଷ ହେଲା ମାଟ୍ରିକ ଅଫଲାଇନ ପରୀକ୍ଷା |

94

କଟକ(ଉତ୍କଳ ନିଉଜ଼)୦୬.୦୮.୨୦୨୧ -ଶେଷ ହେଲା ମାଟ୍ରିକ ଅଫଲାଇନ ପରୀକ୍ଷା |ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ |୯ ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଆରମ୍ଭ ହେବ |ତିନି ଦିନ ଧରି ମୂଲ୍ୟାୟନ ଚାଲିବ ବୋଲି ସୂଚନା ମିଳିଛି | ବ୍ୟୁରୋ ରିପୋର୍ଟ ଉତ୍କଳ ନିଉଜ଼ |