ମାଲକାନଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ |

91

କଟକ(ଉତ୍କଳ ନିଉଜ଼ )୨୦.୦୮.୨୦୨୧-ମାଲକାନଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ |ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ |ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ ଚିକିସ୍ୟ| ପାଇଁ ଟଙ୍କା କେବେ ବି ବାଧକ ନହେଉ |ଆଜି ମାଲକାନଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ଆରମ୍ଭ କରି ସେ ଏହା କହିଛନ୍ତି | ବ୍ୟୁରୋ ରିପୋର୍ଟ ଉତ୍କଳ ନିଉଜ଼ |