ଓଡ଼ିଶାରେ ଉଚ୍ଚଶିକ୍ଷା ର ସ୍ଥିତି ସମୀକ୍ଷା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ |

118

କଟକ(ଉତ୍କଳ ନିଉଜ଼)୨୧.୦୮.୨୦୨୧-ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଉଚ୍ଚଶିକ୍ଷା ବିଭାଗ ଅଧିକାରୀଙ୍କ ସହ ବୈଠକ କରିଛନ୍ତି |ରାଜ୍ୟରେ ଉଚ୍ଚଶିକ୍ଷା ର ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ |ନୂଆ ମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ | ବ୍ୟୁରୋ ରିପୋର୍ଟ ଉତ୍କଳ ନିଉଜ଼ |