ରଣପୁର ବ୍ଲକ ପରିସରରେ ବିଏସକେୱାଇ ନବୀନ କାର୍ଡ ବଣ୍ଟନ |

97

କଟକ (ଉତ୍କଳ ନ୍ୟୁଜ ) ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ପରିସରରେ ବିଏସକେୱାଇ ନବୀନ କାର୍ଡ ବିତରଣ କରାଯାଇଛି | ଏହି କାର୍ଯ୍ୟକ୍ରମରେ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀ ସତ୍ୟ ନାରାୟଣ ପ୍ରଧାନ , ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦାନ ଦେଇଥିଲେ। ହିତାଧିକାରୀମାନଙ୍କୁ ବିଏସକେୱାଇ ନବୀନ କାର୍ଡ ପ୍ରଦାନ କରିବା ସହ ସରକାରଙ୍କର ବିଭିନ୍ନ ଜନହିତାକାରୀ ଯୋଜନା ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିଥିଲେ । ଛୋଟ ଛୋଟ କଳାକାର ମାନଙ୍କ ଦ୍ଵାରା ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ନୟାଗଡ଼ ରୁ ମନୋଜ କୁମାର ରାୟ ଙ୍କ ରିପୋର୍ଟ ଉତ୍କଳ ନ୍ୟୁଜ |