କଟକ (ଉତ୍କଳ ନିଉଜ଼) ବଲିଉଡ ର ସୁପରଷ୍ଟାର ସଞ୍ଜୟ ଦତ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି | ସେ ଛାତିରେ ଯନ୍ତ୍ରଣା ସହ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲ ରେ ଭର୍ତ୍ତି ହୋଇଛନ୍ତି | ତାଙ୍କର କୋଭିଡ ରିପୋର୍ଟ ନେଗେଟିଭ ଆସିଛି | ଆରଟି-ପିସିଆର ପରୀକ୍ଷା ପାଇଁ ସ୍ୱାବ ନିଆଯାଇଛି | ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସୂଚନା ମୁତାବିକ ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି |