ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି କଲେ ରାଜ୍ୟସରକାର !

77

କଟକ (ଉତ୍କଳ ନ୍ୟୁଜ ) ୧୩-୦୬-୨୦୨୫ : ବଢ଼ିଲା ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା | ଏ ନେଇ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର | ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।